• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ସାତ

ସାତଟି ଜିଲ୍ଲାରେ ନୂତନ ବିପିଏଲ୍ ସର୍ଭେ

November 14, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ନଭେମ୍ବର ୧୪(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟର ସାତଟି ଜିଲ୍ଲାରେ ସୋମବାର ଠାରୁ ନୂତନ ବିପିଏଲ୍ ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଛି ।

ଲୋକଙ୍କ ସାମାଜିକ ଓ ଆର୍ଥିକ ମାନଦଣ୍ଡକୁ ନେଇ ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି ଏବଂ କନ୍ଧମାଳ ଜିଲ୍ଲାରେ ଏହି ସର୍ଭେ କରାଯାଉଛି ।

୬ ହଜାର ୯୦୦ ଜନଗଣନାକାରୀଙ୍କୁ ସର୍ଭେ କାର୍ଯ୍ୟରେ ସାମିଲ କରାଯାଇଛି । ନବରଙ୍ଗପୁର ଜିଲ୍ଲାରେ ମଧ୍ୟ ସର୍ଭେ କାର୍ଯ୍ୟ ଆରମ୍ଭ ପାଇଁ ଯୋଜନା କରାଯାଇଥିଲା କିନ୍ତୁ ଉପନିର୍ବାଚନ ପାଇଁ ଏହାକୁ ବାତିଲ କରିିଦିଆଯାଇଛି ।

ପଂଚାୟତିରାଜ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ ଏବଂ ଜନଗଣନା ନିର୍ଦ୍ଦେଶାଳୟ ମିଳିତ ଭାବରେ ଏହି କାର୍ଯ୍ୟର ତଦାରଖ କରୁଛନ୍ତି । ସର୍ଭେ ପାଇଁ ଚାରୋଟି ପର୍ଯ୍ୟାୟରେ କର୍ମଚାରୀ ଏବଂ ଅଧିକାରୀ ମାନଙ୍କୁ ତାଲିମ ଦିଆଯାଇଛି ।

ପୂର୍ବରୁ ଆସନ୍ତା ଫେବୃୟାରୀରେ ପଞ୍ଚାୟତ ନିର୍ବାଚନ ଥିବାରୁ ସରକାର ସେପ୍ଟେମ୍ବର ୧୫ ସୁଦ୍ଧା ବିପିଏଲ୍ ସର୍ଭେ ଆରମ୍ଭ କରି ୪୫ଦିନ ମଧ୍ୟରେ ଶେଷ କରିବାକୁ ଯୋଜନା ରଖିଥିଲେ । ତେବେ ନିଦ୍ଧାରିତ ସମୟ ମଧ୍ୟରେ ସର୍ଭେ କାର୍ଯ୍ୟ ପାଇଁ ଆବଶ୍ୟକ ଡ଼ାଟାଏନ୍ଟ୍ରି ମେଶିନ ପଂହଁଚି ପାରିନଥିଲା ।

ଆବଶ୍ୟକ ସଂଖ୍ୟକ ଡ଼ାଟାଏନ୍ଟ୍ରି ଅପରେଟରନ ଥିବାର ସର୍ଭେ କାର୍ଯ୍ୟ ବିଳମ୍ବିତ ହୋଇପାରେ ବୋଲି ପଞ୍ଚାୟତିରାଜ ବିଭାଗ ପକ୍ଷରୁ କୁହାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର, ମୁଖ୍ୟ ଖବର Tagged With: ବିପିଏଲ୍, ସାତ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ