• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ସ୍ୱର୍ଣ୍ଣ ପୁରସ୍କାର

ଆର୍ଏସ୍ପିକୁ ଗ୍ରୀନ୍ଟେକ୍ ପରିବେଶ ଉତ୍କର୍ଷ ସ୍ୱର୍ଣ୍ଣ ପୁରସ୍କାର

October 27, 2011 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଅକ୍ଟୋବର ୨୭(ଓଡ଼ିଶା ଡ଼ଟ୍ କମ୍) ପରିବେଶ ପରିଚାଳନା କ୍ଷେତ୍ରରେ ପାରର୍ଶିତା ପାଇଁ ରାଉରକେଲା ସ୍ଥିତ ଇସ୍ପାତ କାରଖାନାକୁ ଗ୍ରୀନ୍ଟେକ୍ ପରିବେଶ ଉତ୍କର୍ଷ ସ୍ୱର୍ଣ୍ଣ ପୁରସ୍କାର ପ୍ରଦାନ କରାଯାଇଛି ।

ପରିବେଶ ସୁରକ୍ଷା କ୍ଷେତ୍ରରେ କାର୍ଯ୍ୟରତ ସ୍ୱେଚ୍ଛାସେବୀ ସଂଗଠନ ଗ୍ରୀନଟେକ୍ ଫାଉଣ୍ଡେସନ ପକ୍ଷରୁ ଗତ ୨୦ ତାରିଖରେ ଶ୍ରୀନଗରରେ କେନ୍ଦ୍ର ପର୍ଯ୍ୟଟନ ସଚିବ ଆର୍.ଏଚ୍ ଖ୍ୱାଜା ଏହି ପୁରସ୍କାର ପ୍ରଦାନ କରିଛନ୍ତି ।

କାରଖାନାର କୋକ୍ ଓଭୋନ୍ସ ଓ ସିସିଡ଼ି ମହାପ୍ରବନ୍ଧକ ୟୁ.କେ ସରକାର ଓ ପରିବେଶ ଇଂଜିନିୟରିଂ ବିଭାଗର ଅତିରିକ୍ତ ମହାପ୍ରବନ୍ଧକ ପି.ସି. ଦ।ଶ ଏହି ପୁରସ୍କାର ଗ୍ରହଣ କରିଥିଲେ ।

ପରିବେଶ ପରିଚାଳନା ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ଆର୍ଏସ୍ପି ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରିବ ବୋଲି କାରଖାନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ।

୨୦୧୦-୧୧ରେ ପରିବେଶ ଅନୁକୂଳ ଇସ୍ପାତ ନିର୍ମାଣ ପ୍ରୟାସ ପାଇଁ କାରଖାନାକୁ ଏହି ପୁରସ୍କାର ପ୍ରଦାନ କରାଯାଇଥିବା ଗୁରୁବାର ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ମୁଖ୍ୟ ଖବର, ସ୍ୱର୍ଣ୍ଣ ପୁରସ୍କାର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ