• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ù_ûùÄû

ପୋସ୍କୋ ସଂଗ୍ରାମ ସମିତି ନେତା ଅଭୟ ସାହୁ ଗିରଫ

November 25, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ : ଅମରନାଥ ପରିଡ଼ା

ଜଗତସିଂହପୁର, ନଭେମ୍ବର ୨୫(ଓଡ଼ିଶା ଡ଼ଟ୍ କମ୍) ପୋସ୍କୋ ପ୍ରତିରୋଧ ସଂଗ୍ରାମ ସମିତି ନେତା ଅଭୟ ସାହୁଙ୍କୁ ପୋଲିସ ଶୁକ୍ରବାର ସଂଧ୍ୟାରେ ଗିରଫ କରିଛି ।

ସାହୁ ସିପିଆଇ ବୈଠକରେ ଯୋଗ ବୋ ପାଇଁ ଭୁବନେଶ୍ୱର ଆସୁଥିବା ବେଳେ ମଣିଜଂଗା ଅଂଚଳର ନୂଆପୋଖରୀ ନିକଟରୁ ଗିରଫ କରିଥିବା ଜଣେ ଅଧିକାରୀ କହିଛନ୍ତି ।

ସେ ହତ୍ୟା, ହିଂସାକାଣ୍ଡ, ୁର୍ବ୍ୟବହାର ଏବଂ ଅନ୍ୟାନ୍ୟ ଅପରାଧିକ ମାମଲାରେ ସଂପୃକ୍ତ ଥିବା ପୋଲିସ କହିଛି ।

ପୂର୍ବରୁ ୧୨ ଅକ୍ଟୋବର ୨୦୦୮ରେ ଭୁବନେଶ୍ୱରରୁ ଚିକିତ୍ସିତ ହୋଇ ଫେରୁଥିବା ବେଳେ ପୋଲିସ ତାଙ୍କୁ ଗିରଫ କରିଥିଲା । ସେହି ସମୟରେ ତାଙ୍କ ନାଁରେ ୩୨ଟି ମାମଲା ରୁଜୁ ହୋଇଥିଲା ଓ ପରେ ଗତ ୨୦୦୯ ଅଗଷ୍ଟରେ ହାଇକୋର୍ଟ ତାଙ୍କୁ ଜାମିନ ପ୍ରାନ କରିଥିଲେ ।

“”ଅଭୟଙ୍କୁ ଗିରଫ କରି ସରକାର ପୋସ୍କୋ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କରିବାକୁ ଯେଉଁ ଲକ୍ଷ୍ୟ ରଖିଛନ୍ତି ତାହା ସଫଳ ହେବ ନାହିଁ । ପ୍ରକଳ୍ପକୁ ବିରୋଧ କରିବା ପାଇଁ ଶତାଧିକ ଅଭୟ ସେମାନଙ୍କ ଜୀବନ ବୋକୁ ପ୍ରସ୍ତୁତ ଅଛନ୍ତି” ସଂଗ୍ରାମ ସମିତି ସସ୍ୟ ଶିଶିର ମହାପାତ୍ର କହିଛନ୍ତି ।

ବିଭିନ୍ନ ଅପରାଧମୂଳକ କାର୍ଯ୍ୟକଳାପରେ ସଂପୃକ୍ତ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜିଲ୍ଲା ପୋଲିସ ମୁଖ୍ୟ ଏସ୍.ବେତ୍ତ ସିଂହ କହିଛନ୍ତି । ବର୍ତମାନ ସେ ପୋଲିସ ହେପାଜତରେ ଅଛନ୍ତି ଏବଂ ଆସନ୍ତାକାଲି କୋର୍ଟ ଚାଲାଣ କରାଯିବ, ସେ କହିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ù_ûùÄû, ପୋସ୍କୋ, ପୋସ୍କୋ ପ୍ରକଳ୍ପ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ